pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ରେତ ଗ୍ରା.ପ.ରୁ ୩ ଜଣ, ବଲାଙ୍ଗିର ବ୍ଲକ ବାରପୁଡୁଗିଆ ଗ୍ରା.ପ.ରୁ ୧ ଜଣ, ଚୁଡାପାଲି ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧୦ରୁ ୧ ଜଣ, ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ୧ ଜଣ, ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଗ୍ରା.ପ.ରୁ ୧ ଜଣ, ଘୁନସର ଗ୍ରା.ପ.ରୁ ୧ ଜଣ, ଟିଟିଲାଗଡ ବ୍ଲକ ବିଜେପୁର ଗ୍ରା.ପ.ରୁ ୧ ଜଣ, କତରକେଲା ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

eight − five =