om academy

ବଲାଙ୍ଗିର ଜିଲ୍ଲାରେ ଆଜି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ତେବେ ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୧୧ରୁ ହିଁ ସଂପୃକ୍ତ ୪ ଜଣ ଚିହ୍ନଟ ହୋଇଥିବା କୁହାଯାଇଛି । ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାରେ ୧୧୩ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୭୫ ରହିଥିବା ବେଳେ ୮୨୨୪ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.