pr

ରାଜ୍ୟରେ ଆଜି ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୨୪୫ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୦୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି ।

ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୨, ବାଲେଶ୍ୱରରୁ ୫, ବରଗଡ଼ରୁ ୧୪, ଭଦ୍ରକରୁ ୬, ବଲାଙ୍ଗିରରୁ ୯, ବୌଦ୍ଧରୁ ୧, କଟକରୁ ୧୫, ଦେବଗଡ଼ରୁ ୧, ଢେଙ୍କାନାଲରୁ ୧, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୮, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୯, ମୟୁରଭଂଜରୁ ୧୭, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୩୫, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୪ ଓ ଷ୍ଟେଟ ପୁଲ୍‌ରୁ ୫ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୨୫୦୫ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

nrusinghnath
Leave A Reply

Your email address will not be published.