oum

ଗତ ୨୪ ଘଂଟାରେ ବଲାଙ୍ଗିର ଜିଲ୍ଲାରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ବଲାଙ୍ଗିର ଜିଲ୍ଲାରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ୧୦ ହଜାର ତଳକୁ ଖସିଛି ସଂକ୍ରମଣ ସଂଖ୍ୟା ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ସଂକ୍ରମଣ ସଂଖ୍ୟା ଆଜି ସମାନ୍ୟ ଖସିଥିଲେ ମଧ୍ୟ ବଲାଙ୍ଗିର ଜିଲ୍ଲାରେ ଗତକାଲି ଠାରୁ ଅଧିକ ରହିଛି । କରୋନା ସଂକ୍ରମଣ ପ୍ରତି ବଲାଙ୍ଗିର ଜିଲ୍ଲାବାସୀ ବିଶେଷ ସଚେତନ ରହିବା ନିହାତି ଆବଶ୍ୟକ ।

Leave A Reply

Your email address will not be published.