oum

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକ ୧, ଖୋର୍ଦ୍ଧାରୁ ୯, ଷ୍ଟେଟପୁଲରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.