oum

ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରାକାରୀ ସୂତ୍ରରେ କୁହାଯାଇଛି । ପାଟଣାଗଡ ବ୍ଲକ ଘସିଏନ୍‌ ବ୍ଲକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୪ଜଣ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.