ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.