oum

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରା.ପ., ବେଲପଡା ବ୍ଲକ ବେଲପଡା ଗ୍ରା.ପ. ଏବଂ କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନଂ.୫ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.