ଆଜି ବଲାଙ୍ଗିର ଜିଲ୍ଲାରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିବା ସରକାରୀ ସୂତ୍ରରୁ ଜଣାପଡିଛି । ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ.ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୫ରୁ ୨ ଓ ୧୫ରୁ ଜଣେ ସଂକ୍ରମିତ ହୋଇଥିବା ରିପୋର୍ଟରେ କୁହାଯାଇଛି ।

Leave A Reply

Your email address will not be published.