csstore

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ପଟୁଆପାଲି ଓ କୁଟାସିଂହା ଗ୍ରା.ପ.ରୁ ଜଣେ ଲେଖାଏଁ, ବଲାଙ୍ଗିର ବ୍ଲକ ଝାଙ୍କରପାଲି ଗ୍ରା.ପ.ରୁ ଜଣେ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୬ରୁ ଜଣେ, ବେଲପଡା ବ୍ଲକ ପର୍ଲ୍ଲିମାଲ ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ଭାନୁପୁର ଗ୍ରା.ପ.ରୁ ଜଣେ, ପାଟଣାଗଡ ଏନ୍‌ଏସି ୱାର୍ଡ ନମ୍ବର ୮ରୁ ଜଣେ, ପୁଇଁନ୍ତଲା ବ୍ଲକ ମହୀମୁଣ୍ଡା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ବ୍ଲକ ପରାସରା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.