ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବେଲପଡା ବ୍ଲକ ପଣ୍ଡରୀଜୋର ଗ୍ରା.ପ.ରୁ ଜଣେ, ଦେଓଗାଁ ବ୍ଲକ ଜରାସିଂହା ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ ତେଲେନପାଲି ଗ୍ରା.ପ.ରୁ ଜଣେ, ଟିଟିଲାଗଡ ବ୍ଲକ କୁସକେଲା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.