pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଦେଓଗାଁ ବ୍ଲକ ବଡବାହାଲ ଗ୍ରା.ପ.ରୁ ଜଣେ, ମୁରିବାହାଲ ବ୍ଲକ ହଲଦୀ ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ଡାଙ୍ଗବାହାଲ ଗ୍ରା.ପ.ରୁ ଜଣେ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧୧ରୁ ୨ ଜଣ ଓ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

twenty − 18 =