ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ଗ୍ରା.ପ.ରୁ ୨ ଜଣ, ଭାନପୁର ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ୱାର୍ଡ ନଂ ୧୦ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.