ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୪ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, ବଲାଙ୍ଗିରରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧା ୭, ନୂଆପଡାରୁ ୩, ସମ୍ବଲପୁରରୁ ୨, ସୋନପୁରରୁ ୧,ଷ୍ଟେଟପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.