pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ବଲାଙ୍ଗିରରୁ ୧, କଟକରୁ ୨, ଦେବଗଡରୁ ୧, ଖୋର୍ଦ୍ଧା ୬, ନୂଆପଡାରୁ ୧, ଷ୍ଟେଟପୁଲରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।

jay balangir
Leave A Reply

Your email address will not be published.

14 − 3 =

error: Content is protected !!