ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଦେଓଗାଁ ବ୍ଲକ ବଡବନ୍ଧ ଗ୍ରା.ପ.ରୁ ଜଣେ, ପାଟଣାଗଡ ଏନ୍‌ଏସିରୁ ୱାର୍ଡ ନଂ.୯ରୁ ଜଣେ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ୩ରୁ ଜଣେ, ବଲାଙ୍ଗିର ବ୍ଲକ କୁଡାସିଂଘା ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ବ୍ଲକ ସିଲୁଆଁ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.