ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକରୁ ୧, ଖୋର୍ଦ୍ଧାରୁ ୨, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୧, ଷ୍ଟେଟପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.