ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଓଡିଶା By Koshala Prabaha On Tuesday 28th September 2021, 8:07 pm Share ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୫ରୁ ଜଣେ ଓ ଲୋଇସିଂହା ବ୍ଲକ ଉପରବାହାଲ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । balangir newsବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨