pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୬ ଓ ୧୧ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ୧ ଜଣ, ଦେଓଗାଁ ବ୍ଲକ ଜରାସିଂହା ବ୍ଲକରୁ ୧ ଜଣ, କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନଂ ୧୦ ଓ ୬ରୁ ଜଣେ ଲେଖାଏଁ, ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ଗ୍ରା.ପ.ରୁ ୧ ଜଣ, ଲୋଇସିଂହା ବ୍ଲକ ବୁଢୀପଦର ଗ୍ରା.ପ.ରୁ ୧ ଜଣ, ପୁଇଁନ୍ତଲା ବ୍ଲକ ଅଟାଗାଁରୁ ୧ ଜଣ, ସଇଁତଲା ବ୍ଲକ ବୁଡାବାହାଲ ଗ୍ରା.ପ.ରୁ ୧ ଜଣ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୪ରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

thirteen + 11 =

error: Content is protected !!