oom

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ.ରୁ ୩ ଜଣ, ବଲାଙ୍ଗିର ବ୍ଲକ ସକମା ଗ୍ରା.ପ.ରୁ ୨ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୨୦, ୧୧, ୨ରୁ ଜଣେ ଲେଖାଏଁ, ବେଲପଡା ବ୍ଲକ ସିହିନୀ ଗ୍ରା.ପ.ରୁ ଜଣେ, ଦେଓଗାଁ ବ୍ଲକ ମହଲେଇ ଗ୍ରା.ପ., ବଡବନ୍ଧ ଗ୍ରା.ପ.ରୁ ଜଣେ ଲେଖାଏଁ, ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ଲରମ୍ଭା ଗ୍ରା.ପ.ରୁ ଜଣେ, ସଇଁତଲା ବ୍ଲକ ଡୁଙ୍ଗୁରିପାଲି ଗ୍ରା.ପ. ଓ କନ୍ଦକେଲଗାଁ ଗ୍ରା.ପ.ରୁ ଜଣେ ଲେଖାଏଁ, ଟିଟିଲାଗଡ ବ୍ଲକ ପରାସର ଗ୍ରା.ପ.ରୁ ଜଣେ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୨ ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.