pakka

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

4 × four =