pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୨ରୁ ଜଣେ, ଲୋଇସିଂହା ବ୍ଲକ ଲୋଇସିଂହା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୮ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।

Leave A Reply

Your email address will not be published.

thirteen − twelve =