
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଟିଟିଲାଗଡ ବ୍ଳକ ଖୋଲାନ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।
Recover your password.
A password will be e-mailed to you.