pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୧୦ରୁ ଜଣେ, ଟିଟିଲାଗଡ ବ୍ଳକ ମର୍ଲାଡ ଗ୍ରା.ପ.ରୁ ଜଣେ ଓ ବେଲପଡା ବ୍ଲକ ନୁନ୍‌ହାଡ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।

jay balangir
Leave A Reply

Your email address will not be published.

16 − two =

error: Content is protected !!