ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରା.ପ.ରୁ ଜଣେ, ମୁରିବାହାଲ ଗ୍ରା.ପ.ରୁ ଜଣେ, ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ବ୍ଲକ କତରକେଲା ଗ୍ରା.ପ.ରୁ ୫ ଜଣ, ଖୋଲାନ ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଲକ ଡାଙ୍ଗବାହାଲ ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.