ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୪ରୁ ୨ ଜଣ, ଟିଟିଲାଗଡ ବ୍ଲକ ମନିଗାଁ ଗ୍ରା.ପ.ରୁ ଜଣେ ଓ କତରକେଲା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

fifteen − 7 =

error: Content is protected !!