pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରା.ପ.ରୁ ଜଣେ, ଟିଟିଲାଗଡ ବ୍ଲକ ମନିଗାଁ ଗ୍ରା.ପ.ରୁ ଜଣେ, ଦେଓଗାଁ କୁତୁର୍ଲା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

six + two =

error: Content is protected !!