
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨ରୁ ୨ଜଣ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୮ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।
Recover your password.
A password will be e-mailed to you.