pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨ରୁ ୨ଜଣ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୮ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

20 + seventeen =

error: Content is protected !!