ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୧ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.