oum

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୩୧୩ ନୂଆ ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୩୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୯୧୬୬୩ ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬୫୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫୦୫, ବାଲେଶ୍ୱରରୁ ୪୫୨, ବରଗଡ଼ରୁ ୨୭୯, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୧୧୯, ବୌଦ୍ଧରୁ ୨୦୯, କଟକରୁ ୫୯୩, ଦେବଗଡ଼ରୁ ୫୫, ଢେ଼ଙ୍କାନାଳରୁ ୪୦୭, ଗଜପତିରୁ ୮୫, ଗଂଜାମରୁ ୧୨୯, ଜଗତସିଂହପୁରରୁ ୨୮୦, ଯାଜପୁରରୁ ୩୫୪, ଝାରସୁଗୁଡ଼ାରୁ ୧୧୧, କଳାହାଣ୍ଡିରୁ ୧୬୨, କନ୍ଧମାଳରୁ ୯୦, କେନ୍ଦ୍ରାପଡ଼ାରୁ ୩୩୧, କେଉଁଝରରୁ ୧୮୦, ଖୋର୍ଦ୍ଧାରୁ ୯୭୪, କୋରାପୁଟରୁ ୧୯୮, ମାଲକାନଗିରିରୁ ୧୦୩, ମୟୁରଭଂଜରୁ ୫୩୨, ନବରଂଗପୁରରୁ ୨୦୫, ନୟାଗଡ଼ରୁ ୨୮୩, ନୂଆପଡ଼ାରୁ ୫୩, ପୁରୀରୁ ୪୦୫, ରାୟଗଡ଼ାରୁ ୧୪୮, ସମ୍ବଲପୁରରୁ ୨୦୪, ସୋନପୁରରୁ ୧୨୩, ସୁନ୍ଦରଗଡ଼ରୁ ୪୬୫ ଓ ଷ୍ଟେଟ ପୁଲ୍‌ରୁ ୧୬୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.