pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨୦ରୁ ଦୁଇ ଜଣ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୧୪ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

nineteen − 3 =