oum

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୮ବୃଦ୍ଧି ପାଇଛି । ମୃତକଙ୍କ ଖୋର୍ଦ୍ଧା ଜିଲ୍ଳାରୁ ଭୁବନେଶ୍ବର ମହାନଗର ଅଞ୍ଚଳରୁ ୭୦ ବର୍ଷୀୟ ବୃଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଳାରୁ ୮୬ ବର୍ଷୀୟ ବୃଦ୍ଧ ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.