ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୫ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.