pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧୦ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ୱାର୍ଡ ନମ୍ବର ୨ରୁ ୪ ଜଣ ଓ କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନମ୍ବର ୧୪ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

9 − four =