pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୧, ୫, ୮, ୯, ୧୩, ୧୭, ୧୮ରୁ ଜଣେ ଲେଖାଏଁ, ୱାର୍ଡ ନମ୍ବର ୨, ୧୧, ୨୦ରୁ ୩ ଜଣ ଲେଖାଏଁ, ୱାର୍ଡ ନମ୍ବର ୪, ୭, ୧୦, ୧୪, ୧୯, ୨୧ରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ୱାର୍ଡ ନମ୍ବର ୧୫ରୁ ୬ ଜଣ ଓ ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

2 × 1 =