oom

ଆଜି ରାଜ୍ୟରେ ୬୯ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୯ ରହିଛି । ଆଜି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୫, ବାଲେଶ୍ୱରରୁ ୬, ବଲାଙ୍ଗିରରୁ ୧, କଟକରୁ ୧୧, ଦେବଗଡରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କେଉଁଝରରୁ ୩, ଖୋର୍ଦ୍ଧାରୁ ୫, କେରାପୁଟରୁ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୧, ପୁରୀରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୧୪ ଓ ଷ୍ଟେଟପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୯୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୨୫୦ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jittmm
Leave A Reply

Your email address will not be published.