ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତ ଶୂନ୍ୟ ଓଡିଶା By Koshala Prabaha On Thursday 4th March 2021, 6:44 pm Share ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତ ଶୂନ୍ୟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ଏକ୍ଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଏବଂ ଜିଲ୍ଲାରେ ସମୁଦାୟ ୮୮୫୦ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୭୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି । balangir news