oum

ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ସଇଁନ୍ତଲା ବ୍ଲକ ବଡମାଲ ବ୍ଲକରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ. ୨ରୁ ୨ ଜଣ, ୱାର୍ଡ ନଂ. ୧୬ରୁ ଜଣେ ଏବଂ ଲୋଇସିଂହା ବ୍ଲକ କୁଟେନପାଲି ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.