
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ.୨ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Recover your password.
A password will be e-mailed to you.