ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ସାଲେଭଟା ଗ୍ରା.ପ.ରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ. ୭ ଏବଂ ୱାର୍ଡ ନଂ. ୨୦ରୁ ଜଣେ ଲେଖାଏଁ, କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନଂ ୫.ରୁ ୨ ଜଣ, ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ. ୧ ଏବଂ ୱାର୍ଡ ନଂ.୯ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.