ବଲାଙ୍ଗିର ଜିଲ୍ଲାରେ ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନଂ.୫ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋଇସିଂହା ବ୍ଲକ ବାଦିବାହାଲ ଗ୍ରା.ପ. ଏବଂ ଟିଟିଲାଗଡ ପୌରାଞ୍ଚଳ ୱାର୍ଡ ନଂ. ୧୪ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

one + eleven =

error: Content is protected !!