centurian jitm

ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ ଏବଂ ଗୁଡଭେଲା ବ୍ଲକ ମାଢେକେଲା ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.