ବଲାଙ୍ଗିର ଜିଲ୍ଲାରୁ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ବଙ୍ଗୋମୁଣ୍ଡା ବ୍ଲକରୁ ୨ ଜଣ, ବେଲପଡା ବ୍ଲକରୁ ୨ ଜଣ, ଦେଓଗାଁ ବ୍ଲକରୁ ୨ ଜଣ, ଖପ୍ରାଖୋଲ ବ୍ଲକରୁ ୩ ଜଣ, ପୁଇଁତଲା ବ୍ଲକରୁ ଜଣେ, ଟିଟିଲାଗଡ ମ୍ୟୁନିସପାଲଟିିରୁ ଜଣେ ଓ ତୁରେକେଲା ବ୍ଲକରୁ ଜଣେ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.