ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତ ୫ ଜଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୫ ଜଣ କରୋନାରେ ସଂକ୍ରମିତ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୨ ଓ ୱାର୍ଡ ନଂ. ୧୩ରୁ ୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଲୋଇସିଂହା ବ୍ଲକ କୁସଙ୍ଗ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୬ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.