ବଲାଙ୍ଗିର ଜିଲ୍ଲାରେ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ଓଡିଶା By Koshala Prabaha On Wednesday 27th January 2021, 5:41 pm Share ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୨ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ଆଜି ୩ ଜଣ ଏକ୍ଟିଭ୍ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । balangir news