ବଲାଙ୍ଗିର ଜିଲ୍ଲାରେ ୨୬ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ : ଆଜି ୩ ନୂଆ ସଂକ୍ରମିତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଏବେ ୨୬ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ବେଳେ ଆଜି ୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧୦ ଏବଂ ୧୯ରୁ ଜଣେ ଲେଖାଏଁ ଏବଂ ବେଲପଡ଼ା ବ୍ଲକ ସରମୁହାଣ ଗ୍ରା.ପ.ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ପ୍ରାପ୍ତ ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.