pakka

ଆଜି ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ବଲାଙ୍ଗିର ଜିଲ୍ଲାରେ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ତେବେ ବଲାଙ୍ଗିର ବ୍ଲକ ଭୁତିଆରବାହାଲରୁ ସଂପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ୮ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.

eighteen − sixteen =