ବଲାଙ୍ଗିର ଜିଲ୍ଲାରେ ଏକ୍‌ଟିଭ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬ : ଆଜି ୧ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ବେଳେ ଆଜି ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୭ରୁ ସଂପୃକ୍ତ ସଂକ୍ରମିତ ଚିହ୍ନଟ ହୋଇଥିବା କୁହାଯାଇଛି ।

Leave A Reply

Your email address will not be published.