pakka

ବଲାଙ୍ଗିର ଜିଲ୍ଲାରେ ଆଜି ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ଉଭୟ ନୂଆ ଆକ୍ରାନ୍ତ ବଲାଙ୍ଗିର ପୌରାଂଚଳର ୱାର୍ଡ ନଂ.୧୩ରୁ ଚିହ୍ନଟ ହୋଇଛନ୍ତି । ତେବେ ବର୍ତ୍ତମାନ ଜିଲ୍ଲାରେ ୩ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.

fourteen − six =